ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
ଭଦୋଦରା: ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିିନିକିଆ ସିରିଜ ଆରମ୍ଭ ହୋଇଛି । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ଭାରତ ସମ୍ମୂଖରେ ୩୦୧ ରନର ବିଜୟ ଲକ୍ଷ୍ୟ ରଖିଛି । ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଦଳଗତ ପ୍ରଦର୍ଶନ କରିବା ଯୋଗୁ ସ୍କୋର ୩୦୦ ଛୁଇଁ ପାରିଥିଲା । ଡାରେଲ…