Puri Temple: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ; ପୁଣି ଆନନ୍ଦ ବଜାର ଫଟୋ ଭାଇରାଲ…
ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ । ଶ୍ରୀମନ୍ଦିର ଆନନ୍ଦ ବଜାର ଭାଇରାଲ ହୋଇଛି । ମୋହିତ ନାମକ ଜଣେ ବ୍ୟକ୍ତି ନିଜ ଇନଷ୍ଟାଗ୍ରାମ୍ ଆଇଡିରେ ଶ୍ରୀମନ୍ଦିର ଆନନ୍ଦ ବଜାର ଫଟୋ ଅପଲୋଡ଼ କରି ପ୍ରଘଟ କରିଥିବା…