Latest Odisha News

BREAKING NEWS

Yearly Archives

2026

୧୯ରୁ ଫେରିଯିବ ମୌସୁମୀ ବାୟୁ…

ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD ଅନୁଯାୟୀ, ସେପ୍ଟେମ୍ବର ୧୯ ତାରିଖ…

ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର

ଭୁବନେଶ୍ୱର: ଗତକାଲି ସନ୍ଧ୍ୟାରେ ଆକାଶରେ ଏକ ଚିତ୍ତାକର୍ଷକ ତଥା ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି । ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା, ଯାହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ 'ଲୁନାର…

ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ

ଭୁବନେଶ୍ୱର: ନୂଆଖାଇ ପାଇଁ ଆଜି ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର । କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ପ୍ରତି ଘରେ ଘରେ ପାଳନ ହେଉଛି ପର୍ବ ପର୍ବାଣି। ଏହି ଅବସରରେ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀଠାରୁ ସହର ପର୍ଯ୍ୟନ୍ତ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ନୂଆଖାଇ ଅବସରରେ ରାଷ୍ଟ୍ରପତି…

ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍

ଢାକା : ଢାକା ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ଛାତ୍ର ସଂସଦ (ଡୁକ୍ସୁ/DUCSU) ସଂଗ୍ରହାଳୟର ପୁନଃଉଦ୍ଘାଟନ ପରେ ଏଠାରେ ପ୍ରଦର୍ଶିତ ଫଟୋଗ୍ରାଫ୍ ଓ ଐତିହାସିକ ତଥ୍ୟକୁ ନେଇ ନୂଆ ବିବାଦ ସୃଷ୍ଟି ହୋଇଛି। ସଂଗ୍ରହାଳୟରୁ ବାଂଲାଦେଶର ଜାତିର ଜନକ ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ବହୁ…

୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%

ନୂଆଦିଲ୍ଲୀ: ଦେଶରେ ମୁଦ୍ରାସ୍ଫୀତି ପୁଣି ଥରେ ସାଧାରଣ ଲୋକଙ୍କ ପକେଟ ଉପରେ ବୋଝ ବଢାଇ ଦେଇଛି। ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୨ ପ୍ରତିଶତକୁ ବୃଦ୍ଧି ପାଇଛି। ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି କାରଣରୁ ନିୟନ୍ତ୍ରଣ ବାହାରେ ଖୁଚୁରା ମୁଦ୍ରାସ୍ଫୀତି। ସୋମବାର ପ୍ରକାଶିତ ସରକାରୀ ତଥ୍ୟ…

Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ…

ନୂଆଦିଲ୍ଲୀ:ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି । ତିନି ଜଣ ଇଟାଲୀୟ ଯାତ୍ରୀ ଇମିଗ୍ରେସନ କ୍ଲିୟରାନ୍ସ ନଦେଇ ଭାରତ ଛାଡି ଚାଲିଯାଇଛନ୍ତି। ଏହି ତିନି ଜଣ ଏୟାର ଇଣ୍ଡିଆର ଏକ ବିମାନରେ ଅମୃତସରରୁ ଦିଲ୍ଲୀ ଆସିଥିଲେ। ଏହି ଘଟଣା ସମ୍ପର୍କରେ, ବେସାମରିକ ବିମାନ…

ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା

ସମ୍ବଲପୁର: ସୋମବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନରେ ଥିବା ଦେହେରିପାଲି ଅଞ୍ଚଳରେ ଗଣେଶ ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ। ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା। ଦେହେରିପାଲି ପୂଜା କମିଟି ଦ୍ୱାରା ଆୟୋଜିତ ଗଣେଶ ପୂଜାରେ ରାତି ପ୍ରାୟ ୮.୨୦ ସମୟରେ…

I Am Sorry.. ମୁଁ ଜାଣିନଥିଲି ସେ ଜଣେ ମହିଳା ବାଇକର: ଭୁଲ ମାଗିଲା ମୁଖ୍ୟ ଅଭିଯୁକ୍ତ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ: ବିଚ୍‌ ରାସ୍ତାରେ ମଦୁଆ ଡ୍ରାଇଭରଙ୍କ ଦାଦାଗିରି। ମଦ ପିଇ ଗାଡ଼ି ଚଳାଉଥିବା ଦାମୀ ଗାଡ଼ିର ଡ୍ରାଇଭର ଘଟାଇଛନ୍ତି ଜଘନ୍ୟକାଣ୍ଡ। ଜଣେ ମହିଳା ବାଇକରଙ୍କୁ ଗୋଡ଼ାଇ ଗୋଡ଼ାଇ ଧକ୍କା ମାରିଲା କାର। ରାସ୍ତା ଉପରେ ଘଷି ହୋଇ ବାଇକରୁ ଚକ୍ ଚକ୍ ଉଠିଲା ନିଆଁ। ଜାଣିଶୁଣି ଦୁର୍ଘଟଣା ଘଟାଇ…

ଝଲସୁଛି ପଶ୍ଚିମ ଓଡ଼ିଶା: ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା। ନୂଆଁଖାଇ ଜୁହାର୍ କହି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଶୁଭେଚ୍ଛା। ନୂଆଁଖାଇ ସମସ୍ତଙ୍କର ଜୀବନରେ, ନୂଆଁ ଆଶା ଆଣି ଦେଉ। ମା' ସମଲେଇ ସମସ୍ତଙ୍କ ଜୀବନରେ ଶୁଖ, ଶାନ୍ତି, ସମୃଦ୍ଧି ଆଣି ଦିଅନ୍ତୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ…

ସଞ୍ଜୁ ସାମସନଙ୍କ ପାଇଁ ଶେଷ ସୁଯୋଗ ? ବେଞ୍ଚରେ ବସିଛନ୍ତି ବୈଭବ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି୨୦ରେ ବଡ ସ୍କୋର କରି ନ ପାରିବା ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଚାପରେ ପକାଇଛି । ଜବରଦସ୍ତ ଫର୍ମରେ ଥିବା ବୈଭବ ସୂର୍ଯ୍ୟବଂଶୀ ଚୂଡାନ୍ତ ଏକାଦଶରେ ସ୍ଥାନ ପାଇବା ପାଇଁ ଗୋଡ କାଢ଼ି ବସିଛନ୍ତି । ଦ୍ୱିତୀୟ ଟି୨୦ରେ ସଞ୍ଜୁଙ୍କୁ ଯଦି ସୁଯୋଗ…