ଲାଞ୍ଚ ନେଇ ଫସିଲେ ଆରଆଇ
ଭୁବନେଶ୍ୱର: ସୁରେନ୍ଦ୍ର କୁମାର ଦାଶ ନାମକ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି।
ଏହି ଘଟଣା ଅନୁଗୁଳର ବୋଲି ଜଣାପଡ଼ିଛି। ସେ ଜମିର ସୀମା ନିର୍ଦ୍ଧାରଣ କରିବା ପାଇଁ ୬୦୦୦ ଟଙ୍କା ଲାଞ୍ଚ ଦାବି…