ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ଆନ୍ଦୋଳନ କଭରେଜ୍ ସମୟରେ ଜଣେ ମହିଳା ସାମ୍ବାଦିକାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଦିଲ୍ଲୀ ପୁଲିସର ଏସିପି ବିବେକ ଭଗତଙ୍କ ପଦୋନ୍ନତି ନିର୍ଦ୍ଦେଶକୁ ସ୍ଥଗିତ ରଖାଯାଇଛି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଏହି…