‘Atal Van’ at Lok Bhavan: ଲୋକଭବନରେ ‘ଅଟଳ ବନ’କୁ ଉଦଘାଟନ କଲେ ପୂର୍ବତନ…
ଭୁବନେଶ୍ୱର: ଭାରତର ପୂର୍ବତନ ମାନ୍ୟବର ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ 'ଅଟଳ ବନ'ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ…