ପ୍ରତି ଏନଏସିକୁ ପରିମଳ ଓ ଆଲୋକୀକରଣ କାର୍ଯ୍ୟ ପାଇଁ ଦେଢ଼କୋଟି ଟଙ୍କା ଲେଖାଏଁ ଅର୍ଥରାଶି ମଞ୍ଜୁର…
ଭୁବନେଶ୍ୱର: ଓଡ଼ିଶାର ସହରଗୁଡିକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ୩୧ ଡିସେମ୍ବର ୨୦୨୫ରେ ନୂଆ ୪ଟି ଏନ୍ଏସିକୁ ମିଶାଇ ସମୁଦାୟ ୨୮ଟି ଏନ୍ଏସି ମାନ୍ୟତା ପାଇଛି । ଏହି ସବୁ ଏନ୍ଏସିରେ ନୂତନ କାର୍ଯ୍ୟାଳୟ ସ୍ଥାପନ ପାଇଁ ଗୃହନିର୍ମାଣ ଓ ନଗର…