ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ: ପ୍ରଥମ ଟି୨୦ରେ ଭାରତର ସହଜ ବିଜୟ
ନୂଆଦିଲ୍ଲୀ: ଅରୁଣ ଜେଟଲୀ ଷ୍ଟାଡିୟମ୍ରେ ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତୀୟ ଟିମ୍ ଆଫଗାନିସ୍ତାନକୁ ସହଜରେ ପରାସ୍ତ କରି ସିରିଜ୍ରେ ୧-୦ରେ ଆଗୁଆ ହୋଇଛି । ୧୫୭ ରନ୍ର ଲକ୍ଷ୍ୟକୁ ପିଛା କରି ଭାରତ ପକ୍ଷରୁ ଓପନର୍ ଅଭିଷେକ ଶର୍ମା ମାତ୍ର ୩୨…