ସମ୍ୱଲପୁର ବିଶ୍ଵବିଦ୍ୟଳୟ ବ୍ରହ୍ମପୁତ୍ର ହଷ୍ଟେଲ୍ ରୁମ୍ରୁ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଵଲପୁର: ସମ୍ବଲପୁର ବିଶ୍ଵବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା। ବ୍ରହ୍ମପୁତ୍ର ଛାତ୍ରାବାସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତ ଛାତ୍ର ଜଣଙ୍କ ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅର୍ଥନୀତି ବିଭାଗ ଦ୍ଵିତୀୟ ବର୍ଷର ଛାତ୍ର ସୂରଜ କୁଜୁର। ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବୋଲି…