SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି…
ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ତଦନ୍ତକୁ ଆହୁରି ଜୋରଦାର କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଶୁକ୍ରବାର ରାଜ୍ୟର ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଛି ଇଡି। ଏହି ମାମଲାରେ କୋଟି କୋଟି ଟଙ୍କାର ଆର୍ଥିକ କାରବାର ହୋଇଥିବା ସନ୍ଦେହ…