Latest Odisha News

BREAKING NEWS

Yearly Archives

2026

Captain Smit Machchhar: ହିରୋ ପାଇଲଟ୍‌ଙ୍କ ସହ ଫୋନ୍‌ରେ କଥା ହେଲେ ପିଏମ୍ ମୋଦୀ, ମଚ୍ଛାର ବଖାଣିଲେ କେମିତି ମରଣକୁ…

ନୂଆଦିଲ୍ଲୀ: ଜୀବନ ଓ ମୃତ୍ୟୁର ଲଢ଼େଇ ଭିତରେ ବିମାନରେ ଥିବା ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍‌ କ୍ୟାପଟେନ୍ ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର UAEର ଏକ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା ସ୍ମିତଙ୍କ ସହ ଭିଡିଓ…

Putin Praises Modi: ମୋଦୀଙ୍କୁ ଭୂରି ଭୂରି ପ୍ରଶଂସା କଲେ ବନ୍ଧୁ ପୁଟିନ୍, କହିଲେ, ‘ତାଙ୍କ ପାଖରେ ଭଲ ଭଲ ବିଚାର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଖୁପ୍ ପ୍ରଶଂସା କରିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ୟୁକ୍ରେନ୍ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶାନ୍ତି ପ୍ରୟାସକୁ ଖୋଲାଖୋଲି ପ୍ରଶଂସା କରିଛନ୍ତି ପୁଟିନ୍। ୟୁକ୍ରେନ୍ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ…

Viral Video: ଫେମସ୍ ହେବା ପାଇଁ ଜୀବନକୁ ବାଜି! ରେଳ ଇଞ୍ଜିନ୍‌ରେ ଶାଢ଼ି ବାନ୍ଧି ଡ୍ୟାନ୍ସ କଲେ ମହିଳା, ତାତିଲେ…

ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରେ ରିଲ୍‌ ତିଆରି କରିବାର ନିଶା ଏବେ ଯୁବପିଢିଙ୍କୁ ଅନ୍ଧ କରିସାରିଲାଣି । ନିଜ ଜୀବନକୁ ବାଜି ଲଗାଇବାକୁ ବି ପଛାଉନାହାନ୍ତି । ଅନେକ ସମୟରେ ଏଭଳି ଦୁଃସାହାସିକ ଭିଡିଓ କରି ହଟହଟା ହୋଇଥିବା ବେଳେ ତାହାର ଏକ ଭିଡିଓ ଏବେ ଭାଇରାଲ୍ ହେଉଛି। ରେଳ ଟ୍ରାକ୍‌ରେ ଠିଆ…

ଦୁଇ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର, ଏହି ଦିନରୁ ଲାଗୁ ହେବ ବର୍ଦ୍ଧିତ ଦର..

ଭୁବନେଶ୍ୱର: ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ସଂଘ (ଓମଫେଡ୍) ୪ ଅକ୍ଟୋବରରୁ ସାରା ରାଜ୍ୟରେ କ୍ଷୀର ଦର ବୃଦ୍ଧି ଘୋଷଣା କରିଛି। କ୍ଷୀର ଲିଟର ପିଛା ଦୁଇ ଟଙ୍କା ବଢିଛି । ଅକ୍ଟୋବର ୪ ତାରିଖରୁ ଏହି ବର୍ଦ୍ଧିତ ଦର ଲାଗୁ କରାଯିବ । ଫଳରେ ଗ୍ରାହକ ବଜାରରୁ ଅତିରିକ୍ତ ୨ ଟଙ୍କା ଦେଇ କ୍ଷୀର କିଣିବେ।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି

ଭୁବନେଶ୍ୱର: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି। ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ…

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜନ୍ମବାର୍ଷିକୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ୧୨୨ତମ ଜନ୍ମବାର୍ଷିକୀ। ଏହି ଉପଲକ୍ଷେ ଶୁକ୍ରବାର ଦେଶବ୍ୟାପୀ ଶ୍ରଦ୍ଧାଞ୍ଜଳି ସମାରୋହ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩

ନୂଆଦିଲ୍ଲୀ: ଆଜି ଗାନ୍ଧୀ ଜୟନ୍ତୀ (ଅକ୍ଟୋବର ୨) ଅବସରରେ ଦିଲ୍ଲୀରେ ଏକ ପ୍ରତିବାଦ ଘୋଷଣା କରାଯାଇଛି। ଛାତ୍ର ସଂଗଠନ, ବାମପନ୍ଥୀ, ଯୁବ କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି (AAP) ଦ୍ୱାରା ଏହି ପ୍ରତିବାଦ ଡାକରା ଦିଆଯାଇଛି। ନୂଆଦିଲ୍ଲୀରେ ଲାଗୁ ହେଲା ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା…

ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA

ଭୁବନେଶ୍ୱର: ଏୟାରଫିଲ୍ଫ ଥାନା ଅନ୍ତର୍ଗତ ସୁନ୍ଦରପଦା ଆଜାଦନଗର ବୋମା ବିସ୍ଫୋରଣ ମାମଲାରେ ଏଏନଆଇର ବଡ଼ ଆକ୍ସନ୍। ଅଭିଯୁକ୍ତମାନଙ୍କ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଏହି ମାମଲାରେ ଗୁରୁବାର ଭୁବନେଶ୍ୱର ସ୍ପେଶାଲ ଏନଆଇଏ କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି। ଅଭିଯୁକ୍ତ ସାନୁ ଓରଫ ରୋହନ…

ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍‌ ଜିତିଲା ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ୭୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଭାରତ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନମାନଙ୍କୁ ପରାସ୍ତ କରି ସ୍ୱର୍ଣ୍ଣ ପଦକ ହାସଲ କରିଛି। ଦକ୍ଷିଣ କୋରିଆକୁ ହରାଇ ଭାରତ ଜିତିଛି ସ୍ୱର୍ଣ୍ଣ। ତୀରନ୍ଦାଜୀର ମହିଳା ରିକର୍ଭ…

ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ବର୍ଷାପେ ଧୋଇଯିବ କି ଦୁର୍ଗା ପୂଜା। କାରଣ ଆସୁଛି ଆଉ ଏକ ବଡ଼ ଲଘୁଚାପ। ମୌସୁମୀର ବିଦାୟ ଏବଂ ଶୀତ ଆରମ୍ଭ ହେବାର ବେଳ, କିନ୍ତୁ ବଙ୍ଗୋପସାଗରରେ ପୁଣି ବଦଳିବ ପାଗ। ଆସୁଛି ଆଉ ଏକ ଲଘୁଚାପ। ଅକ୍ଟୋବର ୧୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା। ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର…