ଅଶୋକ ପଟ୍ଟନାୟକ ସ୍ମାରକୀ କ୍ରୀଡ଼ା ପ୍ରତିଯୋଗିତା: ସମୀକ୍ଷା, ଶୁଭଲକ୍ଷ୍ମୀ, ସୁରେଶ, ସର୍ବେଶ୍ବର, ସୁକେଶ, ଶକ୍ତି,…
ଭୁବନେଶ୍ବର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା) ପକ୍ଷରୁ ଅଶୋକ ପଟ୍ଟନାୟକ ସ୍ମାରକୀ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉତ୍କଳ କରାଟେ ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣରେ ସ୍ବର୍ଗତ କ୍ରୀଡ଼ା ସାମ୍ବାଦିକ ଅଶୋକ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବା ପରେ…