ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
ଭୁବନେଶ୍ୱର: ଛିଣ୍ଡିବ କି ମହାନଦୀ କଳି? ଦିଲ୍ଲୀ ବୈଠକ ପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ କହିଲେ ମହାନଦୀ ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ। ଆପୋସ ସମାଧାନ ନେଇ ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବଡ଼ ବୈଠକ। ଏହି ବୈଠକରେ ଉପସ୍ଥିତ ରହିବେ ଉଭୟ ରାଜ୍ୟର…