ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେଆଇନ ମଦ କାରବାର ବିରୋଧରେ ଅବକାରୀ ବିଭାଗ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବୁଧବାର ଦିନ ସହରର ସମାପୁର ଛକ ଅଞ୍ଚଳରେ ଏକ ହୁଣ୍ଡାଇ ଅରା କାର୍ ଉପରେ ଚଢ଼ଉ କରାଯାଇ ୫୨୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଏହି ମାମଲାରେ ସଂପୃକ୍ତ ଥିବା ଜଣେ…