ଆସନ୍ତାକାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ।
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର ଏନେଇ ସୂଚନା ଦେଇଛି।…