ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
ମଦୁରାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକରେ ଜନ୍ମଗ୍ରହଣ କରୁଥିବା ନବଜାତ ଶିଶୁମାନଙ୍କ ପାଇଁ ଏକ ଅଭିନବ ସରକାରୀ ଯୋଜନା ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ବା ମାମୁ ସୁନା ମୁଦି ଯୋଜନା ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ମଦୁରାଇସ୍ଥିତ…