Latest Odisha News

BREAKING NEWS

Yearly Archives

2026

Khandagiri Jatra: ଖଣ୍ଡଗିରି ଯାତ୍ରାରେ ଅଶ୍ଳିଳତା ପ୍ରଦର୍ଶନ କଲେ ବାତିଲ ହେବ ଏନଓସି…

ଭୁବନେଶ୍ୱର: ଜାନୁଆରୀ ୨୭ରୁ ଆରମ୍ଭ ହେବ ଖଣ୍ଡଗିରି ମେଳା । ଏହା ଫେବୃଆରୀ ୭ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ ଖଣ୍ଡଗିରେରେ କମ୍ପିବ ଯାତ୍ରା ମହାସମର । ସବୁ ଯାତ୍ରା ପାର୍ଟି ନିଜର ସବୁଠୁ ବେଷ୍ଟ ନାଟକ ଏଠାରେ ପରିବେଷଣ କରିବେ । ଏହାରି ଭିତରେ ଖଣ୍ଡଗିରି ଯାତ୍ରା ପାଇଁ ଏସଓପି ଆଣିଛି ବିଏମସି…

ରାଜ୍ୟରେ ପ୍ରଥମ ଥର ଜେଲରେ ଲାଗିଲା AI କ୍ୟାମେରା, କଏଦୀଙ୍କ ଫେରାର ରୋକିବା ସହ ଜେଲ୍ ଭିତରକୁ…

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ ଲଗାଇବାକୁ ଯୋଜନା । ପ୍ରତି ଜେଲରେ ୧୬ଟି ଲେଖାଏଁ ଲଗାଇବାକୁ ଯୋଜନା ରହିଛି । ପ୍ରଥମ ପର୍ଯ୍ୟାୟ ସଫଳ ପରିକ୍ଷଣ ପରେ ଆଗକୁ ଅନ୍ୟ ଜେଲରେ ଲାଗିବ ।…

ଟି୨୦ ବିଶ୍ୱକପ: ବାଂଲାଦେଶ ହଟିଲେ ପାକିସ୍ତାନ ବି ଓହରି ଯିବ କି !

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ପାକିିସ୍ତାନୀ ଚ୍ୟାନେଲ ଜିୟୋ ନ୍ୟୁଜ ଅନୁସାରେ ଯଦି ବାଂଲାଦେଶ ବିଶ୍ୱକପରୁ ହଟିବ ତେବେ ପାକିସ୍ତାନ ମଧ୍ୟ ଓହରିଯିବ ବୋଲି ଧମକ ଦେଇଛି । ଏପରିକି ପିିସିବି ଟୁର୍ଣ୍ଣାମେଂଟ ପ୍ରସ୍ତୁତି ବନ୍ଦ କରିଥିବା ଉକ୍ତ ରିପୋର୍ଟରେ…

Bird Census: ଆସିଲା ରିପୋର୍ଟ; ଗତବର୍ଷ ଠାରୁ ହୀରକୁଦକୁ ଆସିଛନ୍ତି ୪୪ ହଜାର ଅଧିକ ପକ୍ଷୀ

ସମ୍ବଲପୁର: ଜାନୁଆରୀ ୧୮ରେ ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ଶେଷ ହୋଇଥିବା ବାର୍ଷିକ ପକ୍ଷୀ ଗଣନାରେ ପ୍ରବାସୀ ପକ୍ଷୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବା ଜଣାପଡ଼ିଛି। ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ୧୨୮ ପ୍ରଜାତିର ମୋଟ ୪.୨୧ ଲକ୍ଷ ପକ୍ଷୀଙ୍କ ଆଗମନ ରେକର୍ଡ କରିଛି। ଯାହା ପୂର୍ବ ବର୍ଷ ୧୨୨…

BJP NEW National President Challenges: ନୀତିନ ନବୀନଙ୍କ ଆଗରେ ଏହି ସବୁ ଚ୍ୟାଲେଞ୍ଜ…

ନୂଆଦିଲ୍ଲୀ: ୪୫ ବର୍ଷ ବୟସରେ ବିଜେପିର ମୁଖିଆ ସହଜ ହେବନି ଆଗାମୀ ଯାତ୍ରା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, ଜାତି ଜନଗଣନା, ୫ ଟି ରାଜ୍ୟରେ ନିର୍ବାଚନ... ଆଗରେ ରହିଛି ଏହି ସବୁ ଚ୍ୟାଲେଞ୍ଜ... ଯୁବ କାର୍ଯ୍ୟକର୍ତ୍ତା ନୀତିନ ନବୀନଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି)ର ଜାତୀୟ…

Maoist banner: ରାୟଗଡ଼ାରେ ଲାଗିଛି ମାଓ ବ୍ୟାନର; ପୋଲିସର ତନାଘନା ଆରମ୍ଭ

ରାୟଗଡ଼ା: ରାୟଗଡ଼ା ଜିଲ୍ଲାରେ ମାଓବାଦୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି । ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓ ବ୍ୟାନର ଦେଖିବାକୁ ମିଳିଛି । ତେଲେଙ୍ଗାପଦର ଠାରୁ ଚନ୍ଦ୍ରପୁର ରାସ୍ତାରେ ଲାଗିଛି । ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ…

ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର: ଜନଗଣନା ୨୦୨୭ କାର୍ଯ୍ୟର ଏକ ଅଂଶ ଭାବରେ ଚଳିତ ବର୍ଷ ଏପ୍ରିଲ-ମେ ମାସରେ ଓଡ଼ିଶାରେ ଘର ଗଣନା କାର୍ଯ୍ୟ କରାଯିବାର ଯୋଜନା ରହିଛି। ରାଜସ୍ୱ ବିଭାଗ ଦ୍ୱାରା ଜାରି କାର୍ଯ୍ୟସୂଚୀ ଅନୁଯାୟୀ, ଏହି କାର୍ଯ୍ୟ ୧୬ ଏପ୍ରିଲରୁ ୧୫ ମେ, ୨୦୨୬ ପର୍ଯ୍ୟନ୍ତ ସାରା ରାଜ୍ୟରେ କରାଯିବ। ଜନଗଣନା…

Hardcore Naxalites Surrendered: ବିପୁଳ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୯ ହାର୍ଡକୋର ମାଓବାଦୀ

ଗାରିଆବନ୍ଦ: ନକ୍ସଲ ବିରୋଧୀ ଅଭିଯାନରେ ପୋଲିସକୁ ପୁଣି ଥରେ ଏକ ବଡ଼ ସଫଳତା ମିଳିଛି । ଛତିଶଗଡର ଗାରିଆବନ୍ଦରେ ଦୀର୍ଘ ଦିନ ଧରି ସକ୍ରିୟ ଥିବା ୯ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣକାରୀ ମାଓବାଦୀଙ୍କ ମଧ୍ୟରେ ୬ ଜଣ ମହିଳା ମାଓବାଦୀ ଏବଂ ୩ ଜଣ…

ଯୋରନ୍ଦା ମହିମା ମନ୍ଦିରର ହେବ ସର୍ବାଙ୍ଗୀନ ବିକାଶ, ରାଜ୍ୟ ପର୍ଯ୍ୟଟନକୁ ମିଳିବ ନୂଆ ଦିଶା

ଭୁବନେଶ୍ୱର: ମହିମା ଧର୍ମର ପ୍ରମୁଖ ପୀଠ ତଥା ଯୋରନ୍ଦା ସ୍ଥିତ ମହିମା ମନ୍ଦିରର ସର୍ବାଙ୍ଗୀନ ଉନ୍ନତିକରଣ ହେବ । ମନ୍ଦିର ପାରିପାଶ୍ୱର୍କ ଅଞ୍ଚଳର ହେବ ବିକାଶ । ନିର୍ମାଣ ହେବ ନୂଆ ସୁଉଚ୍ଚ ଭବ୍ୟ ମନ୍ଦିର । ଏନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ…

Z+ Security To Nitin Naveen: ବଢିଲା ନୂତନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସୁରକ୍ଷା, Z+ ସୁରକ୍ଷା ବଳୟରେ ରହିବେ…

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ନୀତିନ ନବୀନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ନୀତିନ ନବୀନଙ୍କୁ 'Z+' ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି, ଯାହା ଅଧୀନରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କମାଣ୍ଡୋଙ୍କୁ ତାଙ୍କ ସୁରକ୍ଷା ପାଇଁ…