ପୋଲିସକୁ କଡା ଚ୍ୟାଲେଞ୍ଜ;ପାର୍କ ନିକଟରୁ ଯୁବକଙ୍କ ଅଧାପୋଡ଼ା ମୃତଦେହ ଉଦ୍ଧାର
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ମଞ୍ଚେଶ୍ୱର ଥାନା ଜନଗହଳି ପୂର୍ଣ୍ଣ କେଳୁ ଚରଣ ପାର୍କ ନିକଟରୁ ଉଦ୍ଧାର ହୋଇଛି ଜଣେ ଯୁବକଙ୍କ ଅଧାପୋଡ଼ା ଓ ଗଳିତ ମୃତଦେହ । ଘଟଣାକୁ ନେଇ ଗାଡ଼କଣ ଅଞ୍ଚଳରେ ଖେଳିଯାଇଛି ଆତଙ୍କ । ମୃତକଙ୍କୁ ପ୍ରଥମେ ହତ୍ୟା କରାଯାଇ ଏହାପରେ ଚିହ୍ନଟ ଓ ପ୍ରମାଣ…