Latest Odisha News

BREAKING NEWS

Yearly Archives

2026

‘ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ ୨୦୨୬’ ରିପୋର୍ଟ:ଦେଶର ଶୀର୍ଷ ୫ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନିତ

ଭୁବନେଶ୍ୱର:ନୀତି ଆୟୋଗଙ୍କ ଦ୍ୱାରା ପ୍ରଥମ ଥର ପାଇଁ ପ୍ରକାଶିତ 'ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ (IFI) ୨୦୨୬'ରେ ଓଡ଼ିଶା ଦେଶର ଶୀର୍ଷ ୫ଟି ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀ, ସମସ୍ତ ସରକାରୀ ବିଭାଗ, ଶିଳ୍ପ ସହଯୋଗୀ, ଉଦ୍ୟୋଗୀ,…

Dharmendra Pradhan’s resignation:ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡି ସୁପ୍ରିମୋ ନବୀନ…

ଭୁବନେଶ୍ୱର:ନିଟ୍ ବିବାଦ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସିଧାସଳଖ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି। ନୂଆଦିଲ୍ଲୀ ଗସ୍ତ ଅବସରରେ ଦଳୀୟ ସାଂସଦଙ୍କ ସହ ଆଲୋଚନା ପରେ ଏହି ପ୍ରତିକ୍ରିୟା ରଖିଛନ୍ତି ନବୀନ ପଟ୍ଟନାୟକ…

ବିନା ପଇସାରେ ଘୁଞ୍ଚୁନଥିଲା ଫାଇଲ୍: ଶେଷରେ ୪ ହଜାର ଲାଞ୍ଚ ନେଉନେଉ ମାଡ଼ିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲାର ଜଣେ ମହିଳା ରାଜସ୍ୱ ନିରୀକ୍ଷକ (ଆରଆଇ)। ସାମାନ୍ୟ କାଗଜପତ୍ର କାମ କରାଇଦେବା ବାହାନାରେ ଜଣେ ସାଧାରଣ ଲୋକଙ୍କଠାରୁ ୪୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ୍…

ଖୋଲିଗଲା ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥାର ପୋଲ୍: ବର୍ଷା ପାଣିରେ ଲହଡ଼ି ମାରୁଛି ରାସ୍ତା, ଘରେ ପଶିଲା ନର୍ଦ୍ଦମା…

ଭୁବନେଶ୍ୱର: ବର୍ଷା ଆସିଲା, ଆଉ ଖୋଲିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ପୋଲ୍। ସାମାନ୍ୟ କେଇ ଘଣ୍ଟାର ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ବେହାଲ ହୋଇଯାଇଛି ରାଜଧାନୀ। ରାସ୍ତା ଉପରେ ଲହଡ଼ି ମାରୁଛି ପାଣି, ଆଉ ଜଳବନ୍ଦୀ ହୋଇ ରହିଛନ୍ତି ସାଧାରଣ ଲୋକେ। ମଙ୍ଗଳବାର ହୋଇଥିବା ପ୍ରବଳ ବର୍ଷା ଯୋଗୁଁ ସହରର…

Heavy rainfall:୪୮ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ଵର:ରାଜ୍ୟରେ ଆହୁରି ୬ ଦିନ ଯାଏ ବର୍ଷା ହେବ । ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ରହିଛି। ଟ୍ରପ ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା…

୨୦ ଲକ୍ଷ ନାଁ ଗାଏବ, ଆଉ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ: ଭୋଟର ତାଲିକା ସଂଶୋଧନ ନାଁରେ କଣ ଚାଲିଛି ଓଡ଼ିଶାରେ?

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ବା ଏସଆଇଆର ପ୍ରକ୍ରିୟା ଏବେ ଜୋରଦାର ହୋଇଛି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବା ଲକ୍ଷ୍ୟରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଓଡ଼ିଶାର ପ୍ରାୟ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ ପଠାଯାଇଥିବା ଜଣାପଡ଼ିଛି।…

ଗାଡ଼ିଆରେ ପଡି ଦୁଇ ଶିଶୁ ମୃତ୍ୟୁ

ନୀଳଗିରି:ନୀଳଗିରି ବ୍ଲକ ବରମପୁର ଥାନା ଅଧିନ ଛତ୍ରପୁର ପଞ୍ଚାୟତ ମଧୁପୁରିଆ ଗ୍ରାମରେ ଏଭଳି ଅଭାବନୀୟ ଘଟଣା । ଖେଳୁଥିବା ବେଳେ ଗାଡ଼ିଆରେ ପଡି ଦୁଇ ଶିଶୁ ମୃତ । ମୃତ ଶିଶୁ ଦୁଇଜଣ ହେଲେ ଦାସରଥି ହାସଦାଙ୍କ ଦେଢ଼ ବର୍ଷୀୟ ଶିଶୁପୁତ୍ର ଦୀପକ ହାସଦା ଓ ସୁନାରାମ ହାସଦାଙ୍କ ୧୫ ମାସର ଶିଶୁକନ୍ୟା…

FIH Hockey Men’s World Cup 2026:ପୁରୁଷ ହକି ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା;ଟିମରେ ଓଡ଼ିଶାର ୨…

ନୂଆଦିଲ୍ଲୀ: ଅଗଷ୍ଟ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ବେଲଜିୟମ ଓ ନେଦରଲାଣ୍ଡରେ ଅନୁଷ୍ଠିତ ହେବ FIH ହକି ବିଶ୍ୱକପ୍ (FIH Hockey World Cup)। ଏନେଇ ହକି ଇଣ୍ଡିଆ ୨୦ ଜଣିଆ ଭାରତୀୟ ପୁରୁଷ ଦଳ ଘୋଷଣା କରିଛି । ଏହି ଅବସରରେ ମୁଖ୍ୟ ପ୍ରଶିକ୍ଷକ କ୍ରେଗ୍ ଫୁଲଟନ୍ ( Craig Fulton) ଆଶା ବ୍ୟକ୍ତ…

ଆୟୋଜିତ ହେବାକୁ ଯାଉଛି ୩୨ ବର୍ଷରେ ସବୁଠାରୁ ଛୋଟ ରାଜ୍ୟଗୋଷ୍ଠୀ କ୍ରୀଡା

ନୂଆଦିଲ୍ଲୀ : ଆଉ କିଛି ଘଂଟା ପରେ ଗ୍ଲାସଗୋରେ ରାଜ୍ୟଗୋଷ୍ଠୀ କ୍ରୀଡାର ୨୩ତମ ସଂସ୍କରଣ ୨୩ ଜୁଲାଇରୁ ୨ ଅଗଷ୍ଟ ପର୍ଯ୍ୟନ୍ତ ଆୟୋଜିତ ହେବ । ୩୨ ବର୍ଷ ପରେ ଏହା ସବୁଠାରୁ ଛୋଟ ରାଜ୍ୟଗୋଷ୍ଠୀ କ୍ରୀଡା ହେବ । ମାତ୍ର ୧୦ଟି କ୍ରୀଡାରେ ପ୍ରତିଯୋଗୀମାନେ ପ୍ରତିଦ୍ୱନ୍ଦ୍ୱିତା କରିବେ । ୧୨ ବର୍ଷ ମଧ୍ୟରେ…

ସ୍କୁଲ ପିଲାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: ଓଡ଼ିଶା ହାଇକୋର୍ଟଙ୍କ ଐତିହାସିକ ରାୟକୁ ସାରା ଦେଶରେ ଲାଗୁ କଲେ…

ନୂଆଦିଲ୍ଲୀ: ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହୋଇଥିବା ବିବାଦୀୟ 'ଅପାର୍' (APAAR) ଆଇଡିକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ଓଡ଼ିଶା ହାଇକୋର୍ଟଙ୍କ ପୂର୍ବ ରାୟକୁ କାଏମ୍ ରଖି ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ କରିଛନ୍ତି ଯେ, ଏହି ଡିଜିଟାଲ୍ ଆଇଡି ପାଇଁ ଅଭିଭାବକଙ୍କ ସମ୍ମତି…