ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କଲା ବିଶ୍ୱହିନ୍ଦୁ ପରିଷଦ
ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କଲା ବିଶ୍ୱହିନ୍ଦୁ ପରିଷଦ। ଏଥିସହିତ ନିଖୋଜ କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଦାବି କରାଯାଇଛି।
କନ୍ଧମାଳରେ ୨୦୦୮ ମସିହାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ତାଙ୍କର ଚାରିଜଣ ଶିଷ୍ୟଙ୍କ ହତ୍ୟା ଘଟଣାର…