Independence Day: ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ ଟ୍ରାଫିକ କଟକଣା…
ଭୁବନେଶ୍ୱର: ଅଗଷ୍ଟ ୧୫ରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବେ।
ସୂଚନା ଅନୁଯାୟୀ, ସ୍ୱାଧୀନତା ଦିବସ ସମାରୋହରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଯଥାକ୍ରମେ କଳାହାଣ୍ଡି…