Surama Padhy in Cape Town: ଦିବ୍ୟାଙ୍ଗଙ୍କ ପାଇଁ ସଂସଦ ହେଉ ଅଧିକ ସମାବେଶୀ; କେପ୍ଟାଉନ୍ରେ ଓଡ଼ିଶାର ଉଦାହରଣ…
ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାର କେପ୍ଟାଉନ୍ରେ ଆୟୋଜିତ କମନୱେଲ୍ଥ ପାର୍ଲାମେଣ୍ଟାରୀ ଆସୋସିଏସନ୍ (CPA) କାର୍ଯ୍ୟକ୍ରମରେ ଯୋଗଦେଇ ଦିବ୍ୟାଙ୍ଗଙ୍କ ପାଇଁ ସଂସଦୀୟ ଗଣତନ୍ତ୍ରରେ ଅଧିକ ସମାବେଶ ଓ ସକ୍ରିୟ ଅଂଶଗ୍ରହଣ ଉପରେ ଗୁରୁତ୍ୱ ଦେଇଛନ୍ତି ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ।…