ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ରାଷ୍ଟ୍ରପତିଙ୍କ ଜଳାଭିଷେକ; ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଫେରିବେ…
ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଦିନରେ ଗୋପାଳପୁର ନିକଟବର୍ତ୍ତୀ ଧବଳେଶ୍ୱର ପୀଠରେ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି । ପବିତ୍ର ଶ୍ରାବଣ ମାସରେ ଶିବମନ୍ଦିରରେ ରାଷ୍ଟ୍ରପତିଙ୍କ ତରଫରୁ ଜଳାଭିଷେକ ଓ…