ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ନିଆଁ ଲାଗିଯିବାରୁ ପାଞ୍ଚ ଜଣ ଶିଶୁ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି।
ପ୍ରାଥମିକ ସୂଚନା ଅନୁଯାୟୀ, ଶୋଭାଯାତ୍ରା ସମୟରେ ମୂର୍ତ୍ତି ନେଇ ଯାଉଥିବା ଏକ ଟ୍ରାକ୍ଟର ଉପରେ ଏକ ଜେନେରେଟର ରଖାଯାଇଥିଲା।…