ଚରମ୍ପାରେ ୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ, ୧୦ରୁ ଅଧିକ ଆହତ
ଭଦ୍ରକ: ଚରମ୍ପା ୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ। ରେଳ ଓଭରବ୍ରିଜ୍ ନିକଟରେ ରକ୍ତାକ୍ତ ସଂଘର୍ଷ। ଉଭୟ କିନ୍ନର ଗୋଷ୍ଠୀର ୧୦ ଜଣ ଆହତ ହୋଇଛନ୍ତି। ଆହତମାନେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ ଗୋଟାଏ କିନ୍ନର ଗୋଷ୍ଠୀଙ୍କର ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୭ ଜଣ…