ବରିଷ୍ଠ ନେତା କୋଣ୍ଡାବାବୁଙ୍କ ଦେହାନ୍ତ, ରାଜନୈତିକ ମହଲରେ ଶୋକର ଛାୟା
ରାୟଗଡ଼ା: ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ୱାଇ ଭେଙ୍କଟେଶ୍ବର ରାଓ (କୋଣ୍ଡାବାବୁ)ଙ୍କ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ସୂଚନାରୁ ଜଣାପଡିଛି କୋଣ୍ଡାବାବୁ ଗୁରୁବାର ରାତିରେ ଘରେ ଖାଇ ସାରିବା ପରେ ଛାତ ଉପରେ ଚାଲୁଥିବା ବେକେ…