ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି; ସୁରକ୍ଷାରେ ୪୦ ପ୍ଲାଟୁନ୍ ପୋଲିସ…
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ। ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ସେ ଏହି ଗସ୍ତରେ ରହିବେ। ଯାହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଛି।
ସୂଚନା ଅନୁଯାୟୀ, ଆସନ୍ତାକାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର…