Latest Odisha News

BREAKING NEWS

Yearly Archives

2026

Bomb-making document found:ମେଡିକାଲ୍ କଲେଜରେ ମିଳିଲା ବୋମା ତିଆରି ସମ୍ବନ୍ଧୀୟ ତଥ୍ୟ ଥିବା ଏକ କାଗଜ ଖଣ୍ଡ ;ଛାତ୍ର…

ନୂଆଦିଲ୍ଲୀ:ଅଯୋଧ୍ୟାର ଦର୍ଶନନଗର ସ୍ଥିତ ରାଜର୍ଷି ଦଶରଥ ମେଡିକାଲ୍ କଲେଜରେ ଜଣେ ଛାତ୍ରଙ୍କ ନିକଟରୁ ବୋମା ତିଆରି ସମ୍ବନ୍ଧୀୟ ତଥ୍ୟ ଥିବା ଏକ କାଗଜ ଖଣ୍ଡ ମିଳିବା ପରେ କଲେଜ କର୍ତ୍ତୃପକ୍ଷ ଓ ସୁରକ୍ଷା ଏଜେନ୍ସି ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏନେଇ ତୁରନ୍ତ ପୋଲିସକୁ ସୂଚନା ଦିଆଯାଇଥିଲା। ଏହା…

ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର:ମହାନଦୀରେ ଆଉ ବନ୍ୟାର ଆଶଙ୍କା ନାହିଁ । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା, ଦୁଇ ଦିନ ତଳେ ଥିଲା ସର୍ବାଧିକ ବନ୍ୟା । ଆଉ ପାଣି ବଢ଼ିବାର ଆଶଙ୍କା ନାହିଁ । ହୀରାକୁଦରେ ଏବେ ୬୨୫ ଫୁଟ ପାଣି ଅଛି । ଉପରମୁଣ୍ଡରୁ ପାଣି କମିଛି । ଗତକାଲି ୨୨ ଗେଟ ଖୋଲା ଥିଲା । ଆସନ୍ତା…

 ଟି୨୦ କ୍ରିକେଟ: ପୋଲାର୍ଡଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବାରୁ ମାତ୍ର ୨୪ ରନ୍ ଦୂରରେ ବଟଲର

ଲଣ୍ଡନ: ଇଂଲଣ୍ଡରେ ଖେଳାଯାଉଥିବା 'ଦି ହଣ୍ଡ୍ରେଡ୍' ଲିଗ୍‌ରେ ମାଞ୍ଚେଷ୍ଟର ସୁପର ଜାଏଣ୍ଟସ୍‌ର ତାରକା ୱିକେଟକିପର୍‌ ବ୍ୟାଟର ଜୋସ୍ ବଟଲର୍ ଚମତ୍କାର ଫର୍ମରେ ଅଛନ୍ତି । ଜୁଲାଇ ୩୧ରେ ଟ୍ରେଣ୍ଟ ରକେଟ୍ସ ବିପକ୍ଷ ମ୍ୟାଚ୍‌ରେ ବଟଲର୍ ୩୭ଟି ବଲ୍‌ରୁ ୫୫ ରନର ଏକ ବିସ୍ଫୋରକ ପାରି ଖେଳିଛନ୍ତି । ଏହି…

ବନ୍ୟା ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି; ୫୮ ରାପିଡ୍ ରେସପନ୍ସ ଟିମ୍ ଗଠନ

ଭୁବନେଶ୍ବର: ୯ଟି ଜିଲ୍ଲାରେ ବନ୍ୟା ହୋଇଛି । ରାଜ୍ୟରେ ବନ୍ୟା ପ୍ରଭାବ କେବଳ ଲୋକଙ୍କ ଜୀବନରେ ସୀମିତ ରହିନାହିଁ, ପଶୁପକ୍ଷୀଙ୍କ ଉପରେ ମଧ୍ୟ ଏହାର ଗଭୀର ପ୍ରଭାବ ପଡ଼ିଛି । ଆଉ ଏପରିସ୍ଥିତିରେ ଗୃହପାଳିତ ପଶୁଙ୍କ ପାଇଁ କିପରି ପଦକ୍ଷେପ ଗ୍ରହଣ କରାଯାଉଛି, ସେନେଇ ଆଜି ତଥ୍ୟ ରଖିଛନ୍ତି, ପଶୁ…

ନୌସେନାର ନୂଆ ଡେପୁଟି ଚିଫ ହେଲେ ଭାଇସ୍ ଆଡମିରାଲ୍ ଏଏନ୍ ପ୍ରମୋଦ

ନୂଆଦିଲ୍ଲୀ: ଭାଇସ୍ ଆଡମିରାଲ୍ ଏଏନ୍ ପ୍ରମୋଦ ଶନିବାର ଦିନ ଭାରତୀୟ ନୌସେନାର ଡେପୁଟି ଚିଫ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାଇସ୍ ଆଡମିରାଲ୍ ତରୁଣ ସୋବତିଙ୍କ ସ୍ଥାନ ନେଇଛନ୍ତି। ଯିଏ ୩୮ ବର୍ଷରୁ ଅଧିକ ସମୟ ସେବା ପରେ ୩୧ ଜୁଲାଇରେ ଅବସର ନେଇଥିଲେ। ଏଏନ୍ ପ୍ରମୋଦ ଅପରେସନ୍…

ଡୋଭାଲଙ୍କୁ ସମ୍ମାନଜନକ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର;ଯୁବବର୍ଗଙ୍କୁ କହିଲେ-ଜାତୀୟ ସ୍ୱାର୍ଥ ପାଇଁ ନିଜ ଜୀବନ…

ନୂଆଦିଲ୍ଲୀ:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଦିନ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ‘ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର-୨୦୨୬’ ପ୍ରଦାନ କରିବା ସହ ତାଙ୍କର ପ୍ରଶଂସା କରିଛନ୍ତି। ଦେଶର ଆଭ୍ୟନ୍ତରୀଣ ଏବଂ ବାହ୍ୟ ସୁରକ୍ଷାରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଜିତ…

ବିଡିଏର ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପର ଶୁଭାରମ୍ଭକୁ ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୨ତମ କର୍ତ୍ତୃପକ୍ଷ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ବିଡିଏ (ବିଡିଏ) ଅଧ୍ୟକ୍ଷ ଡା.କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ବକ୍ସିଂରେ ଭାରତର ଡବଲ୍ ଗୋଲ୍ଡ; ପ୍ରୀତି,ଜସମିନ ଜିତିଲେ ସ୍ୱର୍ଣ୍ଣ

ଗ୍ଲାସଗୋ: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ ବକ୍ସରମାନଙ୍କ ଜବରଦସ୍ତ ପ୍ରଦର୍ଶନ ଜାରି ରହିଛି । ପ୍ରୀତି ପୱାର ଏବଂ ଜାସମିନ୍ ଲମ୍ବୋରିଆ ନିଜ ନିଜ ବର୍ଗରେ ସ୍ୱର୍ଣ୍ଣ  ଜିତି ଭାରତକୁ ଗୌରବାନ୍ୱିତ କରିଛନ୍ତି । ଏହି ଦୁଇ ବିଜୟ ସହ କମନୱେଲଥ୍ ଗେମ୍ସରେ ଭାରତର ମୋଟ ସ୍ୱର୍ଣ୍ଣ ପଦକ ସଂଖ୍ୟା ୭ରେ…

ବିଲ୍ଡରଙ୍କ ଘରୁ ଚୋରି କରିନେଲେ ୨ କୋଟି ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା

ଭୁବନେଶ୍ୱର:ରାଜଧାନୀରେ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧେଶ୍ୱରୀ କଲୋନୀରେ ଜଣେ ବିଲ୍‌ଡରଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। ଘର ତାଲା ଭାଙ୍ଗି ୨ କୋଟି ଟଙ୍କାର ସୁନା ଅଳଙ୍କାର ସହ ୫ ଲକ୍ଷ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଗତକାଲି (ଶୁକ୍ରବାର) ବିଳମ୍ବିତ…

୩୭.୩୨ ଲକ୍ଷ ଆତ୍ମସାତ ଅଭିଯୋଗ; ଜୁନିଅର ଆସିଷ୍ଟାଣ୍ଟଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବାଲେଶ୍ୱର ଜିଲ୍ଲାର ବାଲିଆପାଳରେ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ୩୭.୩୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଶନିବାର ଦିନ ଜଣେ ପୂର୍ବତନ ଜୁନିଅର ଆସିଷ୍ଟାଣ୍ଟଙ୍କୁ ଗିରଫ କରିଛି। ଦେବଦ୍ୟୁତି ନନ୍ଦ ନାମକ ଅଭିଯୁକ୍ତ…