ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
ଭୁବନେଶ୍ୱର: ଓଡ଼ିଶାର ଷ୍ଟାର୍ଟଅପ୍ ଇକୋସିଷ୍ଟମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ। ‘ଷ୍ଟାର୍ଟଅପ୍ ଓଡ଼ିଶା’ ସହଯୋଗରେ ଆଗକୁ ବଢ଼ୁଥିବା ତିନିଟି ଷ୍ଟାର୍ଟଅପ୍ ଶୁକ୍ରବାର ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀରେ ଭାଗନେଇ ନିଜର ଅଭିନବ ଉତ୍ପାଦ…