Latest Odisha News

BREAKING NEWS

Yearly Archives

2026

ରାମ ଗୋପାଳ ବର୍ମା ଏବଂ ଉର୍ମିଳା ଗୁପ୍ତ ଭାବରେ ମନ୍ଦିରରେ କରିଥିଲେ ବିବାହ! କାହିଁକି ପଡିଲା ସମ୍ପର୍କରେ…

ମୁମ୍ବାଇ: ଗୋଟିଏ ସମୟ ଥିଲା ଯେତେବେଳେ ଉର୍ମିଳା ମାତୋଣ୍ଡକର ଏବଂ ରାମ ଗୋପାଳ ବର୍ମାଙ୍କ ପ୍ରେମ ବଲିଉଡରେ ଚର୍ଚ୍ଚାର ବିଷୟ ଥିଲା । କୁହାଯାଏ ଯେ ଦୁହେଁ ପ୍ରେମରେ ଥିଲେ, କିନ୍ତୁ ଖୁବ୍ ଶୀଘ୍ର ସେମାନଙ୍କ ସମ୍ପର୍କ ଭାଙ୍ଗିଗଲା । ରାମ ଗୋପାଳ ବର୍ମା କିମ୍ବା ଉର୍ମିଳା କେବେ ସେମାନଙ୍କ ସମ୍ପର୍କ…

ଚାଉଳ ଗାଡ଼ିରେ ଚାଲିଥିବା ଗଞ୍ଜେଇ ଚାଲାଣକୁ ଧରିଲା ଏସଟିଏଫ୍, ଜଣେ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ଚାଉଳ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଏସଟିଏଫ୍ । ଏଭଳି ଘଟଣା ସାମ୍ନାକୁ ଆସିଛି ଖୋର୍ଦ୍ଧା ଜିଲ୍ଲାରୁ । ଗଙ୍ଗାପଡା-ରତନପୁର ଜଙ୍ଗଲ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ଏସଟିଏଫ୍ । ଚାଉଳ ବସ୍ତାରେ ୫୦୦ କେଜି ଗଞ୍ଜେଇ ଜବତ ହୋଇଛି । ଘଟଣାରେ ଜଣକୁ ଗିରଫ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା:ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ:ନବରଙ୍ଗପୁରର ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା । ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍ ନାଗଙ୍କୁ ନିଲମ୍ବନ କରାଯାଇଛି। ଜିଲ୍ଲାପାଳ ଯୁଗ୍ମ ତଦନ୍ତ ରିପୋର୍ଟ ଆଧାରରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି ।…

ଓଡ଼ିଶାର ରେଳ ଭିତ୍ତିଭୂମିକୁ ମିଳିବ ‘ବୁଷ୍ଟର ଡୋଜ୍’: ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ…

ନୂଆଦିଲ୍ଲୀ: କେନ୍ଦ୍ର ଓ ରାଜ୍ୟରେ 'ଡବଲ ଇଞ୍ଜିନ' ସରକାର ଗଠନ ହେବା ପରେ ଏବେ ଓଡ଼ିଶାର ଭିତ୍ତିଭୂମି ବିକାଶ ଉପରେ ସ୍ୱତନ୍ତ୍ର ଫୋକସ୍ ଦିଆଯାଉଛି। ଏହି କ୍ରମରେ ଓଡ଼ିଶାର ରେଳ ମାନଚିତ୍ରରେ ଏକ ବଡ଼ ଧରଣର ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ…

ବନ୍ୟା ପ୍ରଭାବିତ ଅଞ୍ଚଳରେ ବଢ଼ିବ କଲେଜ ଆଡମିଶନ ଅବଧି: ମନ୍ତ୍ରୀ

ଭଦ୍ରକ: ବନ୍ୟା ଅଞ୍ଚଳରେ ବଢିବ କଲେଜରେ ଆଡମିଶନ ଅବଧି । ସମସ୍ତ ଜିଲ୍ଲାପାଳଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ବନ୍ୟା ପାଇଁ ବିଭିନ୍ନ କଲେଜରେ ଆଡମିଶନ ବାଧା ହେଉଥିବା ନେଇ ଖବର ପ୍ରସାରଣ ପରେ ଏଭଳି ନିର୍ଦ୍ଦେଶ ଦେଇଥିବା…

ମହାନଦୀର କରାଳ ରୂପ: ବନ୍ୟା ପାଣିରେ ବୁଡ଼ିଲା ମା’ ଭଟ୍ଟାରିକାଙ୍କ ପୀଠ, ୧୬୩ ଧାରା ଲାଗୁ

କଟକ (ବଡ଼ମ୍ବା): ଉପରମୁଣ୍ଡରେ ଲଗାଣ ବର୍ଷା ଏବଂ ହୀରାକୁଦ ଡ୍ୟାମ୍‌ରୁ ବନ୍ୟା ଜଳ ନିଷ୍କାସନ ଯୋଗୁଁ ଫୁଲିବାରେ ଲାଗିଛି ମହାନଦୀ। ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ କଟକ ଜିଲ୍ଲା ବଡ଼ମ୍ବା ନିକଟସ୍ଥ ପ୍ରସିଦ୍ଧ ଶକ୍ତିପୀଠ ମା' ଭଟ୍ଟାରିକାଙ୍କ ମନ୍ଦିର ଏବେ ଜଳବନ୍ଦୀ ହୋଇପଡ଼ିଛି।…

ବନ୍ୟା ପାଣିରେ ବୁଡିଲା BSF କ୍ୟାମ୍ପ, ଛାତ ଉପରେ ଯବାନ

ନୂଆଦିଲ୍ଲୀ: ଲଗାତାର ମୁଷଳଧାରାରେ ବର୍ଷା ଯୋଗୁଁ ନାରାୟଣପୁର ଜିଲ୍ଲାର ଆବୁଝମାଦ ଅଞ୍ଚଳରେ ସ୍ଥିତି ଆହୁରି ଖରାପ ହୋଇଛି। ନଦୀ ଜଳସ୍ତର ବୃଦ୍ଧି ଯୋଗୁଁ ଅନେକ ଗାଁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ସମୟରେ ନକ୍ସଲ ପ୍ରଭାବିତ ବାଲେବେଡା ବିଏସଏଫ ଶିବିର ମଧ୍ୟ ବୁଡ଼ି…

ଖେଲୋ ଇଣ୍ଡିଆ: ୫ ବର୍ଷରେ ହେବ ୩୬,୪୪୧ କୋଟି ଖର୍ଚ୍ଚ, ଅଲମ୍ପିକ୍ସରେ…

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ଦିନ ଖେଲୋ ଇଣ୍ଡିଆ ଯୋଜନାର ବିସ୍ତାର ଏବଂ ଜାତୀୟ କ୍ରୀଡା ମହାସଂଘ (NSF) କୁ ସହାୟତା ପାଇଁ ବଜେଟରେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୩୬,୪୪୧ କୋଟି ଖର୍ଚ୍ଚକୁ ଅନୁମୋଦନ କରିଛି। ସରକାର ଆଗାମୀ ପାଞ୍ଚ ବର୍ଷ ପାଇଁ ଖେଲୋ ଇଣ୍ଡିଆ ଯୋଜନା ପାଇଁ ୨୯,୦୫୪…

ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସକାଳ ୧୦ଟାରେ ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରୁ ସର୍ଭେ କରିବେ। ତାଙ୍କ ସହିତ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର…

୨୦୨୭ ବିଶ୍ୱକପ୍‌ରେ ଭୁବନେଶ୍ୱର କରିବେ କି କମବ୍ୟାକ ?

ନୂଆଦିଲ୍ଲୀ:ଟିମ୍ ଇଣ୍ଡିଆରୁ ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କୁ ପୁଣି ଥରେ ଜାତୀୟ ଦଳକୁ ଫେରାଇ ଆଣିବା ନେଇ ଆଲୋଚନା ଜୋର ଧରିଛି । ଆଇପିଏଲରେ ଚମତ୍କାର ପ୍ରଦର୍ଶନ  ପରେ, ତାଙ୍କୁ ୨୦୨୭ ଦିନିକିଆ ବିଶ୍ୱକପ୍‌ରେ ସୁଯୋଗ ଦେବା ନେଇ ଦାବି ଉଠିଛି । ତେବେ ଦକ୍ଷିଣ ଆଫ୍ରିକା…