୨ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ,୫ ଗିରଫ
ଭୁବନେଶ୍ବର:ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ଛତିଶଗଡ଼ ପୋଲିସର ବଡ଼ ସଫଳତା। ୫ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ନୂଆପଡ଼ା ଜିଲ୍ଲା ଏବଂ ଛତିଶଗଡ଼ ରାଜ୍ୟ ସୀମାନ୍ତ ଗରିଆବନ୍ଧ ଜିଲ୍ଲା ଦେବଭୋଗ ଥାନା ଖୁଟଗାଁ ପୋଲିସ ଚେକ୍ ପୋଷ୍ଟ ନିକଟରୁ ଏକ ଆନ୍ତଃ ରାଜ୍ୟ ୫ ଜଣ ଗଞ୍ଜେଇ…