ସାବଧାନ! ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୬ଟି ଗେଟ୍, ଜାରି ହେଲା କଟକଣା
ସମ୍ବଲପୁର/କଟକ: ବାଜିଲା ସାଇରନ୍। ହୀରାକୁଦ ଡ୍ୟାମ୍ର ଆଉ ୬ଟି ଗେଟ୍ ଖୋଲିବା ପ୍ରକ୍ରିୟା ଆରମ୍ଭ। ସକାଳେ ପ୍ରଥମ ପର୍ଯ୍ୟାୟରେ ୪ଟି ଗେଟ୍ ଖୋଲା ଯାଇଥିଲା। ନିର୍ଦ୍ଦେଶ ଆସିବା ପରେ ଆଉ ୬ଟି ଗେଟ୍ ଖୋଲିବା ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ହେଉଛି ବନ୍ୟା ଜଳ…