ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ; ଜନତାଙ୍କ ସମସ୍ୟା ବୁଝୁଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଏକ ସାଧାରଣ ଅଭିଯୋଗ ଶୁଣାଣି ଆୟୋଜନ କରିଛନ୍ତି। ଫଳରେ ନାଗରିକମାନଙ୍କୁ ସେମାନଙ୍କ ସମସ୍ୟା ଉପରେ ସିଧାସଳଖ ତାଙ୍କ ସହିତ ଯୋଗାଯୋଗ କରିବାର ସୁଯୋଗ ମିଳିବ।
ଏହି ଶୁଣାଣି ଭୁବନେଶ୍ୱରର ଅଶୋକ ନଗରର ୟୁନିଟ୍-୨ ସ୍ଥିତ…