ରକ୍ତ ପରୀକ୍ଷା ପାଇଁ ଆଉ ଘଣ୍ଟାଘଣ୍ଟା ଠିଆ ହେବେ ନାହିଁ ରୋଗୀ; କରାଯିବ ଟୋକୋନ୍ ବ୍ୟବସ୍ଥା
ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ରକ୍ତ ପରୀକ୍ଷା ପାଇଁ ଆଉ ଧାାଡିରେ ଘଣ୍ଟା ଘଣ୍ଟା ଠିଆ ହେବାକୁ ପଡ଼ିବ ନାହିଁ । ସେଥିପାଇଁ ପାଥୋଲୋଜି ବିଭାଗରେ ନିର୍ମାଣ ଚାଲିଛି ସ୍ୱତନ୍ତ୍ର ରକ୍ତ ପରୀକ୍ଷା ୟୁନିଟ୍ । ସେଠାରେ ପ୍ରାୟ ୨୫୦ରୁ ଅଧିକ ରୋଗୀଙ୍କୁ ବସିବା ପାଇଁ ଚୌକି ବ୍ୟବସ୍ଥା କରାଯିବ ।…