ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ଅନ୍ୟ ନଦୀଗୁଡ଼ିକରେ ବନ୍ୟା ସ୍ଥିତିରେ ସୁଧାର ଆସିଥିବା ବେଳେ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀ ସୁବର୍ଣ୍ଣରେଖାରେ ମଧ୍ୟମ ଧରଣର ବନ୍ୟା ଆସିବାର ଆଶଙ୍କା ଦେଖାଦେଇଛି। ବିଶେଷକରି ବାଲେଶ୍ୱର ଜିଲ୍ଲାରେ ସୁବର୍ଣ୍ଣରେଖାର ଜଳସ୍ତର ଆହୁରି ବୃଦ୍ଧି ପାଇବ ବୋଲି ବୁଧବାର ରାଜ୍ୟ…