ପୁରୀ ରଥଯାତ୍ରା ପାଇଁ ଟିପିସିଓଡିଏଲ୍ର ପକ୍ଷରୁ ଭରସାଯୋଗ୍ୟ ବିଦ୍ୟୁତ ସେବା ଯୋଗାଇବାକୁ ପ୍ରତିଶ୍ରୁତି
ଭୁବନେଶ୍ୱର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ମିଳିତ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍), ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ୨୦୨୬ ସମୟରେ ସୁରକ୍ଷିତ, ଭରସାଯୋଗ୍ୟ ଏବଂ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇଦେବା ପାଇଁ ବ୍ୟାପକ ପ୍ରସ୍ତୁତି…