Latest Odisha News

BREAKING NEWS

Yearly Archives

2026

Dolphin Count: ଆସନ୍ତାକାଲିଠାରୁ ଚିଲିକାରେ ହେବ ଡଲଫିନ୍ ଗଣନା

ଚିଲିକା: ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ୍ ଗଣନା । ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡ଼ାରେ ଚାଲିବ ଡଲଫିନ୍ ଗଣନା । ଡଲଫିନ୍ ଗଣନା ପାଇଁ ଗଠନ ହେଲା ୧୮ଟି ସ୍ୱତନ୍ତ୍ର ଟିମ୍ । ଜଣେ ବିଶେଷଜ୍ଞଙ୍କ ସହ ରହିବେ ୩ରୁ ୫ ଗଣନାକାରୀ । ଚିଲିକାର ସମସ୍ତ ବୋଟ୍‌

Bus Services: ୫ ଦିନ ପରେ ସ୍ବାଭାବିକ ହେଲା ବସ୍ ଚଳାଚଳ

ଜଗତସିଂହପୁର: ଜଗତସିଂହପୁରରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ। ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଗଡ଼ିଲା ବସ୍। ମୁଖ୍ୟମନ୍ତ୍ରୀ ବସ୍ ସେବା ଚଳାଚଳକୁ ବିରୋଧ କରି ଚାଲିଥିବା ଆନ୍ଦୋଳନ ସ୍ଥଗିତ। ଆଜି ଜଗତସିଂହପୁର ଜିଲ୍ଲାପାଳଙ୍କ ସହ ହେବ ଆଲୋଚନା। ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ

ପୁଣି ବାଣ ଛାଡ଼ିଲେ ଶ୍ରୀମୟୀ, ‘ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!’

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ସୋସିଆଲ ମିଡିଆରେ ବର୍ଷିଛନ୍ତି ନେତ୍ରୀ ଶ୍ରୀମୟୀ ମିଶ୍ର । ସେ ସିଧା ସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ଶ୍ରୀମୟୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ, ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!…

Karnataka CM Race: କର୍ଣ୍ଣାଟକରେ କ୍ଷମତା ସଂଘର୍ଷ ଜାରି, ରାହୁଲଙ୍କୁ ଭେଟିବା ପରେ କ’ଣ କହିଲେ ଶିବକୁମାର?

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଏବେ ବି ଚାଲିଛି କ୍ଷମତା ସଂଘର୍ଷ। ମୁଖ୍ୟମନ୍ତ୍ରୀ ଆସନ ପାଇଁ ଗତ କିଛି ମାସ ଧରି ବିବାଦ ଜାରି ରହିଛି। ଦଳ ଭିତରେ ସବୁକିଛି ଠିକ୍ ଅଛି ବୋଲି ବାରମ୍ବାର ଚିତ୍ରଣ କରିବାକୁ ଚେଷ୍ଟା କରାଯାଇଥିବାବେଳେ, କିଛି ବୟାନ ସବୁକିଛି ଠିକ୍ ଅଛି ବୋଲି ଦାବି ଉପରେ ପ୍ରଶ୍ନ

J&K Encounter: ସେନା-ଆତଙ୍କବାଦୀ ଏନକାଉଣ୍ଟର: ୮ ଜଣ ଯବାନ ଆହତ, ଅପରେସନ ଜାରି

ଶ୍ରୀନଗର: ଜମ୍ମୁ କଶ୍ମୀରର କିସ୍ତୱାର ଜିଲ୍ଲାର ସୋନାର ଅଞ୍ଚଳରେ ମିଳିତ ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୮ ଜଣ ସୈନିକ ଆହତ ହୋଇଛନ୍ତି। ରବିବାର ତିନି ଜଣ ସେନା ଯବାନ ଆହତ ହୋଇଥିଲେ। ଏବେ ଆହତ ସଂଖ୍ୟା ବଢିଛି। ଅଧିକାରୀମାନେ କହିଛନ୍ତି ଯେ

ମାଫିଆଙ୍କ ପାଇଁ ବିପଦ ଘଣ୍ଟି; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ…

Human Trafficking: ମାନବ ଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ: ୧୨ଶିଶୁ ଉଦ୍ଧାର, ୧୫ ଗିରଫ

ରାଞ୍ଚି: ଝାଡ଼ଖଣ୍ଡ ପୁଲିସ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶିଶୁ ଅପହରଣ ଏବଂ ମାନବ ଚାଲାଣରେ ଜଡିତ ଏକ ସଂଗଠିତ ଆନ୍ତଃରାଜ୍ୟ ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ସ୍ୱତନ୍ତ୍ର ତଦନ୍ତ ଦଳ ଏପର୍ଯ୍ୟନ୍ତ ୧୫ ଜଣ ଗ୍ୟାଙ୍ଗ ସଦସ୍ୟଙ୍କୁ ଗିରଫ କରିଛି ଏବଂ ୧୨ ଜଣ ଅପହୃତ ପିଲାଙ୍କୁ ଉଦ୍ଧାର

ଆଇଆଇଟି ମାଡ୍ରାସର ବଡ଼ ସଫଳତା: ୭୦ କିଲୋମିଟର ଯାଏଁ ଲକ୍ଷ୍ୟଭେଦ କରିପାରିବ ସ୍ୱଦେଶୀ ତୋପ ସେଲ୍, ସେନାକୁ କରିବ…

ନୂଆଦିଲ୍ଲୀ: ଆଇଆଇଟି ମାଡ୍ରାସ ରାମଜେଟ୍-ଭିତ୍ତିକ ତୋପ ସେଲ୍ ବିକଶିତ କରି ଡିଫେନ୍ସ ଟେକନୋଲୋଜିରେ ଏକ ବଡ଼ ସଫଳତା ହାସଲ କରିଛି । ଯାହା ତୋପ ସେଲ୍‌ର ଶକ୍ତିକୁ ୫୦ ପ୍ରତିଶତ ବୃଦ୍ଧି କରିଥାଏ । ଏହା ଭାରତୀୟ ସେନାର ଟ୍ୟାଙ୍କ ସେଲ୍‌ର ଶକ୍ତିକୁ ବହୁ ଗୁଣ ବୃଦ୍ଧି କରିବ । ଆଇଆଇଟି ମାଡ୍ରାସର ଏହି…

BJP: ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ..

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେଲା ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା । ଆଜି ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ ହେବ । ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ କରାଯିବ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା । ସନ୍ଧ୍ୟା ୫ଟାରୁ…

Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି । ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍‌ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ…