‘ବନ୍ଦେ ମାତରମ୍’ ବିବାଦ: ସୋନିଆ ଗାନ୍ଧୀଙ୍କୁ ଅମିତ ଶାହଙ୍କ କଡ଼ା ସମାଲୋଚନା, କହିଲେ ‘ଦେଶକୁ…
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ କଂଗ୍ରେସ ମୁଖ୍ୟାଳୟରେ ରାଷ୍ଟ୍ରଗୀତ 'ବନ୍ଦେ ମାତରମ୍' ଅଧାରୁ ବନ୍ଦ ହେବା ଅଭିଯୋଗକୁ ନେଇ ଏବେ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ଘଟଣାକୁ ନେଇ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ।…