ବନ୍ୟା ମୁକାବିଲା; ଭଦ୍ରକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
ଭୁବନେଶ୍ୱର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାପାଳ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ଦ୍ଦେଶନାମା ଅନୁଯାୟୀ ସ୍ଥିତି ତଦାରଖ ଏବଂ ଦ୍ରୁତ ପ୍ରତିକ୍ରିୟା ସୁନିଶ୍ଚିତ କରିବା ପାଇଁ ସମସ୍ତ କର୍ମଚାରୀଙ୍କୁ…