ମୃତ୍ୟୁର ବିଭୀଷିକା ସାଜିଲା ଭୂକମ୍ପ: ଘରଦ୍ୱାର ଭୁଶୁଡ଼ି ପଡ଼ିଲା, ଖୋଲା ଆକାଶ ତଳେ ରାତି କାଟୁଛନ୍ତି ଲୋକେ
ଜାକର୍ତ୍ତା: ଇଣ୍ଡୋନେସିଆରେ ପୁଣିଥରେ ପ୍ରକୃତିର କରାଳ ରୂପ ଦେଖିବାକୁ ମିଳିଛି। ଇଣ୍ଡୋନେସିଆର ଉତ୍ତର ସୁମାତ୍ରା ଏବଂ ଫ୍ଲୋରେସ୍ ଦ୍ୱୀପ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି, ଯାହା ଫଳରେ ବ୍ୟାପକ ଧନଜୀବନ ନଷ୍ଟ ହୋଇଥିବା ଖବର ସାମ୍ନାକୁ ଆସିଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର…