Latest Odisha News

BREAKING NEWS

Yearly Archives

2026

SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା…

ନୂଆଦିଲ୍ଲୀ: ଭୋଟର ତାଲିକାରେ ଚାଲିଥିବା ସ୍ପେସିଆଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR)କୁ ନେଇ ଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର ବଡ଼ ବିକ୍ଷୋଭ ଦେଖିବାକୁ ମିଳିଛି। ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ INDIA ମେଣ୍ଟର ଅନେକ ସାଂସଦ ସଂସଦ ଭବନରୁ ନିର୍ବାଚନ ଆୟୋଗ କାର୍ଯ୍ୟାଳୟ…

ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

ନୂଆଦିଲ୍ଲୀ: ନାଇଜେରିଆର ବେନିନ୍ ସିଟିରୁ ଲାଗୋସ ଅଭିମୁଖେ ଯାଉଥିବା ନାଇଜେରିଆର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୩୨ ଜଣ ଲୋକ ପ୍ରାଣ ହରାଇଛନ୍ତି। ମୃତ୍ୟୁବରଣ କରିଥିବା ୩୨ ଜଣଙ୍କ ମଧ୍ୟରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ ବିମାନ କର୍ମଚାରୀ ରହିଛନ୍ତି। ସୋମବାର ସକାଳେ ନାଇଜେରିଆନ…

Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା…

ନୂଆଦିଲ୍ଲୀ: ଏସିଆନ୍ ଗେମ୍ସ ୨୦୨୬ରେ ଭାରତ ୮୫ଟି ପଦକ ଜିତି ଚତୁର୍ଥ ସ୍ଥାନରେ ଅଭିଯାନ ଶେଷ କରିଛି। ଭାରତର ଖାତାରେ ରହିଛି ୨୧ ସ୍ୱର୍ଣ୍ଣ, ୨୭ ରୌପ୍ୟ ଓ ୩୭ କାଂସ୍ୟ ପଦକ। ଏହା ଏସିଆନ୍ ଗେମ୍ସ ଇତିହାସରେ ଭାରତର ଦ୍ୱିତୀୟ ସର୍ବଶ୍ରେଷ୍ଠ ପଦକ ପ୍ରଦର୍ଶନ। ତେବେ ୨୦୨୨ ହାଙ୍ଗଝୋ ଏସିଆନ୍ ଗେମ୍ସର…

Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼…

ନୂଆଦିଲ୍ଲୀ: ମୋଦୀ କ୍ୟାବିନେଟରୁ ବିଦା ହେବେ ୨ ମନ୍ତ୍ରୀ? ଲିଷ୍ଟରୁ କଟିଲା ନାଁ କଟିବ କି କେନ୍ଦ୍ରମନ୍ତ୍ରୀ ଚୌକି? ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ନୂଆ ପ୍ରାର୍ଥୀ ତାଲିକା ଆସିବା ପରେ ଦିଲ୍ଲୀରୁ ଲକ୍ଷ୍ନୌ ପର୍ଯ୍ୟନ୍ତ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ…

SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ

କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଥିବା ଏକ ପାଣି ଟାଙ୍କି ଉପରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାକୁ ନେଇ ଦୀର୍ଘ ସମୟ ଧରି ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍କି ଉପରେ ଦୀର୍ଘ ସମୟ…

Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ…

ଚେନ୍ନାଇ: ନୂଆବାହୂଙ୍କୁ ମିଳିବ ୮ ଗ୍ରାମର ସୁନା! ପୁଣି ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ବିଜୟ ମାମୁଁ ପରେ ଏବେ ଭାଇ ସାଜି ଭଉଣୀ ବିବାହରେ ଦେବେ ବଡ ଉପହାର! ମୁଖ୍ୟମନ୍ତ୍ରୀ ହେବା ପରଠାରୁ ଗୋଟିଏ ପରେ ଗୋଟିଏ ଅଲଗା ଧରଣର ଯୋଜନା ଆଣି ଚର୍ଚ୍ଚାରେ ରହୁଛନ୍ତି ତାମିଲନାଡୁ…

୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ୱର: ଉପକୂଳବର୍ତ୍ତୀ ସହର ପୁରୀରେ ଅକ୍ଟୋବର ମାସ ପାଇଁ ଦ୍ୱିତୀୟ ସର୍ବାଧିକ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ପ୍ରକାଶିତ ତଥ୍ୟରୁ ସୂଚନା ମିଳିଛି। ଅକ୍ଟୋବର ୫ ତାରିଖରେ ପୁରୀରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ…

ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍‌ !

କିଭ୍ : ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୟୁକ୍ରେନର ଅର୍ଥନୈତିକ ମେରୁଦଣ୍ଡ କୁହାଯାଉଥିବା ରେଳସେବା ଉପରେ ଋଷିଆର ଭୟଙ୍କର ଆକ୍ରମଣ ଜାରି ରହିଛି। ଋଷର ମିସାଇଲ୍ ଓ ଡ୍ରୋନ୍ ଆକ୍ରମଣ ଯୋଗୁଁ ୟୁକ୍ରେନର ଶହ ଶହ ରେଳ ଇଞ୍ଜିନ୍ ନଷ୍ଟ ହୋଇଯାଇଛି, ଯାହାଫଳରେ ଦେଶରେ ରେଳ ଇଞ୍ଜିନର ଘୋର ଅଭାବ ଦେଖାଦେଇଛି।…

ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍

ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ଆନ୍ଦୋଳନ କଭରେଜ୍ ସମୟରେ ଜଣେ ମହିଳା ସାମ୍ବାଦିକାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଦିଲ୍ଲୀ ପୁଲିସର ଏସିପି ବିବେକ ଭଗତଙ୍କ ପଦୋନ୍ନତି ନିର୍ଦ୍ଦେଶକୁ ସ୍ଥଗିତ ରଖାଯାଇଛି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଏହି…

ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…

ଭୁବନେଶ୍ୱର: 'ହବିଷ୍ୟାଳୀ ୨୦୨୬' ପାଇଁ ଅନ୍‌ଲାଇନ୍ ପଞ୍ଜୀକରଣ ଅକ୍ଟୋବର ୬ ଅର୍ଥାତ୍ ଆଜିଠାରୁ ଆରମ୍ଭ ହେବ। ଇଚ୍ଛୁକ ହବିଷ୍ୟାଳୀ ମାନେ https://edistrict.odisha.gov.in ଅଫିସିଆଲ୍ ୱେବସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ। ଧାର୍ଯ୍ୟ ସଂଖ୍ୟା ପୂରଣ ହେବା ପର୍ଯ୍ୟନ୍ତ ଚାଲିବ ଏହି…