ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି;ଖାଦ୍ୟ ଯୋଗାଣକାରୀ ସଂସ୍ଥାକୁ କାରଣ ଦର୍ଶାଆ ନୋଟିସ ସହ ଜରିମାନା
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ର ମେଡିସିନ୍(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମଲା ଝିଟିପିଟି ବାହାରିଛି । ନେଇ ଡିଏଚ୍ଏଚ୍ କର୍ତ୍ତୃପକ୍ଷ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମ୍ପୃକ୍ତ ଖାଦ୍ୟ ଯୋଗାଣକାରୀ ସଂସ୍ଥା ‘ନିରାକାର ସିକ୍ୟୁରିଟି…