President Visit Odisha: ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଫେବୃୟାରୀ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ…