Amrit Bharat Station:ନୂଆ ରୂପ ପାଇଲା ଓଡ଼ିଶାର ୭ ରେଳ ଷ୍ଟେସନ;ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ଜଳନ୍ଧରରେ ଦେଶର ବିଭିନ୍ନ ପ୍ରାନ୍ତରୁ ୭୫ଟି ପୁନଃବିକଶିତ ରେଳ ଷ୍ଟେସନ୍ ଉଦ୍ଘାଟନ କରିଛନ୍ତି। ଯେଉଁଥିରେ ରହିଛି ଓଡ଼ିଶାର ୭ ଟି ରେଳ ଷ୍ଟେସନ।
ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନ ବଲାଙ୍ଗୀର, ବରପାଲି, ପାରଳାଖେମୁଣ୍ଡି,…