Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ଵର:ହୋଟେଲରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ଏସକେ ମୁରଲୀଧରନଙ୍କ ମୃତଦେହ ଉଦ୍ଧାର। ରାଜଧାନୀର ଏକ ହୋଟେଲରୁ ତାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ତାଙ୍କର ଅସ୍ଵାଭାବିକ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ଶୋକର ଲହରି ଖେଳି ଯାଇଛି।
କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ…