ଏକକ ଶିକ୍ଷକ ଥିବା ସ୍କୁଲରେ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଜଣେ ଶିକ୍ଷକ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଅତିରିକ୍ତ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ…