Latest Odisha News

BREAKING NEWS

Yearly Archives

2026

ଲକ୍ଷ୍ନୌ ଅଗ୍ନିକାଣ୍ଡରେ ୧୫ ମୃତ; ୪ ଗିରଫ, ୪ ଅଧିକାରୀଙ୍କୁ ନିଲମ୍ବିତ କଲେ ସରକାର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ସୋମବାର ଅପରାହ୍ନରେ ଘଟିଥିବା ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗ୍ନିକାଣ୍ଡର ତଦନ୍ତ ପାଇଁ ଏକ ଦୁଇ ସଦସ୍ୟ ବିଶିଷ୍ଟ ସ୍ୱତନ୍ତ୍ର ତଦନ୍ତ ଦଳ (SIT)…

୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ…

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Anti-Power Theft Raid:ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ,ଅଭିଯୁକ୍ତଙ୍କ ଘରେ…

ଭଦ୍ରକ:ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ଆକ୍ସନ। ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । ଗାଁରେ ଚଢାଉ କରି…

El Nino challenge:ଏଲ୍ ନିନୋକୁ ସାମ୍ନା କରିବା ପାଇଁ ସମସ୍ତ ବିଭାଗ ମିଳିତ ଭାବେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଚଳିତ ବର୍ଷ 'ଏଲ୍ ନିନୋ' ପ୍ରଭାବ ଯୋଗୁଁ କମ୍ ବୃଷ୍ଟିପାତ ହେବାର ଆଶଙ୍କା ଥିବାରୁ ଖରିଫ ଫସଲ ଯେପରି ପ୍ରଭାବିତ ନହେବ ସେଥିପାଇଁ କୃଷି, ଜଳସେଚନ ଓ ଅନ୍ୟ ସମ୍ପୃକ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି 'Whole of Government' ଆଭିମୁଖ୍ୟରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

କୋର୍ଟ ଏସ୍କର୍ଟ ଗାଡ଼ି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ପୁରୀ:ପୁରୀ-କୋଣାର୍କ ରାସ୍ତା ବାଲିଗୁଆଳି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଲିଗୁଆଳି ଠାରେ କୋର୍ଟ ଏସ୍କର୍ଟ ଭ୍ୟାନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଓଜଣେ ଗୁରୁତର ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ପୁରୀ ସଦର ଥାନା ଅଞ୍ଚଳର କୁନା ବେହେରା। ସୂଚନାଥାଉକି, ଘଟଣାସ୍ଥଳରେ ପିସିଆର…

ଶିଶୁ ଶ୍ରମିକ ଉଦ୍ଧାର;ଖଟାଉଥିବା ବ୍ୟକ୍ତି ଅଟକ

ସୁନ୍ଦରଗଡ:ଜଣେ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଝାରସୁଗୁଡ଼ାର ଜଣେ ଶିଶୁ ଶ୍ରମିକ (୯)ଙ୍କୁ ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଫୁଲଧୁଡ଼ିରୁ ଉଦ୍ଧାର କରାଯାଇଛି। ସମ୍ପୃକ୍ତ ମାଲିକ ତରଣୀ ସାହୁଙ୍କୁ ପୋଲିସ ଅଟକ ରଖିଛି । ଖବରମୁତାବକ, ଶିଶୁଟି କାନ୍ଧରେ ଭାର ବୋହି ନେଉଥିବା ଦେଖି…

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ: ଫିଟନେସ ଟେଷ୍ଟରେ ପାସ ହେଲେ କୋହଲି

ବେଙ୍ଗାଲୁର: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଘାତ ସମସ୍ୟା ଯୋଗୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଖେଳିପାରି ନ ଥିଲେ । ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ତାଙ୍କୁ ଦଳରେ ସାମିଲ କରାଯାଇଥିଲା । ସେ ଫିଟ ଅଛନ୍ତି କି ନାହିଁ ତାହା ପ୍ରଶଂସକଙ୍କୁ ଚିନ୍ତାରେ…

Lightning Strike:ବଜ୍ରପାତର ତାଣ୍ଡବ:୩ ମୃତ;ବାଇକ ଉପରେ ଜଳିଗଲେ ୨

ଦେବଗଡ଼:ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ଜଣ ମୃତ ଓ ୫ ଜଣ ଗୁରୁତର ହୋଇଛନ୍ତି। ଚଳନ୍ତା ବାଇକ୍ ଉପରେ ବଜ୍ରପାତ ହେବାରୁ ବାଇକ ସହ ୨ ଜଣ ବାଇକ ଆରୋହୀ ଜଳିଯାଇଛନ୍ତି। ଏହି ଅଭାବନୀୟ ଘଟଣା ଘଟିଛି ବାରକୋଟ ବ୍ଳକ କାଉଁସିବାହାଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଟସିଂହ ଗ୍ରାମ ନିକଟରେ…

ଧୋନୀଙ୍କୁ ଫେଡେରରଙ୍କ ସହ ତୁଳନା କଲେ ସଞ୍ଜୁ, ଆଉ କୋହଲିଙ୍କୁ

ଚେନ୍ନାଇ: ୱିମ୍ବେଲଡେନ ଠିକ ପୂର୍ବରୁ ୱିକେଟକିପର ସଞ୍ଜୁ ସାମସନ ଭାରତୀୟ କ୍ରିକେଟରର ଦୁଇ ମହାନ ଖେଳାଳିଙ୍କୁ ଟେନିସ ଷ୍ଟାରଙ୍କ ସହ ତୁଳନା କରିଛନ୍ତି । ସେ ମହେନ୍ଦ୍ର ସିଂ ଧୋନୀଙ୍କୁ ସୁଇଜରଲାଣ୍ଡର ରୋଜର ଫେଡେରରଙ୍କ ସହ ତୁଳନା କରିଛନ୍ତି । ଫେଡେରରଙ୍କ ପରି ଧୋନୀ ଧୈର୍ଯ୍ୟ ଓ ଶାନ୍ତିର ସହ…

Saranakula IIC:ଶରଣକୂଳ ପୂର୍ବତନ ଥାନା ଅଧିକାରୀ ନିଲମ୍ବିତ; ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ ମହିଳା

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୂଳ ଥାନାର ପୂର୍ବତନ IIC ସୁଜିତ କୁମାର ଦାସ ନିଲମ୍ବିତ । ଶରଣକୂଳ ଥାନା ଅଧିକାରୀଙ୍କ ବିରୁଦ୍ଧରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ ଘଟଣାରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୂର୍ବରୁ ତାଙ୍କୁ ଥାନାରୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲା।…