କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ, ୧୪ ମୃତ; ମୃତକଙ୍କ ପରିବାରକୁ ୨ ଲକ୍ଷ କ୍ଷତିପୂରଣ ଘୋଷଣା
ଲକ୍ଷ୍ନୌ: ସୋମବାର ରାଜଧାନୀ ଲକ୍ଷ୍ନୌର ଆଲିଗଞ୍ଜର ପୁରୁଣାନିଆ ଅଞ୍ଚଳରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ସହରକୁ ଚକିତ କରିଦେଇଛି। ଏହି ଦୁଃଖଦ ଘଟଣାରେ ଏପର୍ଯ୍ୟନ୍ତ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ବୟସ ୨୦ ରୁ ୨୪ ବର୍ଷ ମଧ୍ୟରେ ବୋଲି ଜଣାପଡିଛି।
କୋଚିଂ…