Lightning strike:ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ,୮ ଗୁରୁତର ସହ ୧୭ ଛେଳି ମୃତ
ଦେବଗଡ଼:ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଅଘଟଣ ।ଅନ୍ତେଷ୍ଟି କ୍ରିୟା ଭୋଜି ଖାଇ ଫେରୁଥିବା ବେଳେ ଆଜି ଅପରାହ୍ନ ୩ଟା ସମୟରେ ସେହି ଅଞ୍ଚଳରେ ପ୍ରବଳ ଘଡଘଡି ହୋଇଥିଲା। ତେବେ ବଜ୍ରପାତ ମାରିବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ…