ରଥଯାତ୍ରା ପାଇଁ ‘ନୋ ଫ୍ଲାଇଙ୍ଗ୍ ଜୋନ’ ଘୋଷଣା, ଡ୍ରୋନ ଉଡ଼ାଣ ନିଷେଧ
ପୁରୀ: ଭକ୍ତଙ୍କ ଗହଣକୁ ଆସିବ ଭାବୋବିନୋଦିଆ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ବଡ ଦାଣ୍ଡକୁ ଓହ୍ଲାଇବ କାଳିଆ ସୁନା। ସେଥିପାଇଁ ଚଳଚଞ୍ଚଳ ହେଲାଣି ପୁରୀ ସହର। ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ୨୦୨୬ ରଥଯାତ୍ରା ଆସନ୍ତା ଜୁଲାଇ ୧୬ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୨୪ ପର୍ଯ୍ୟନ୍ତ ଚାଲିବ। ୯ ଦିନିଆ…